www.samajalive.in
Monday, December 15, 2025
27.1 C
Bhubaneswar

ଦିନିକିଆରୁ ଅବସର ଘୋଷଣା କଲେ ଷ୍ଟିଭ୍‌ ସ୍ମିଥ୍‌

ନୂଆଦିଲ୍ଲୀ: ଚମ୍ପିଆନ୍ସ ଟ୍ରଫି ୨୦୨୫ ସେମିଫାଇନାଲରେ ଭାରତଠାରୁ ପରାଜିତ ହେବା ପରେ ଅଷ୍ଟ୍ରେଲିଆ କ୍ରିକେଟ ଦଳକୁ ଆଉ ଏକ ଝଟ୍‌କା ଲାଗିଛି। ଦିନିକିଆ କ୍ରିକେଟକୁ ଅଲ୍‌ବିଦା କହିଛନ୍ତି ଅଷ୍ଟ୍ରେଲିଆ କ୍ରିକେଟ୍ ଟିମର ଅଧିନାୟକ ଷ୍ଟିଭ୍ ସ୍ମିଥ୍। ୧୭୦ଟି ଦିନିକିଆ ଖେଳି ଶେଷରେ ବୁଧବାର ଦିନିକିଆ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ସ୍ମିଥ୍‌।

ସୂଚନାଯୋଗ୍ୟ, ମଙ୍ଗଳବାର ଅଷ୍ଟ୍ରେଲିଆ ଚାରି ୱିକେଟ୍ ହରାଇ ଭାରତଠାରୁ ପରାଜିତ ହୋଇଥିଲା। ପ୍ୟାଟ୍ କମିନ୍ସଙ୍କ ଅନୁପସ୍ଥିତିରେ ସ୍ମିଥ୍ ଦଳର ନେତୃତ୍ଵ ନେଇଥିଲେ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories