www.samajalive.in
Friday, December 5, 2025
26.1 C
Bhubaneswar

ଚିନ୍ତା ବଢାଇଲା ; ବଢିଲା ସୁନା ଦର, ପୁଣି ଟପିବ ଲକ୍ଷେ ଟଙ୍କା!

ଭୁବନେଶ୍ୱର : ସୁନାର ବଢୁଥିବା ଦାମ୍‌ ସଭିଁଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ହୁ ହୁ ହୋଇ ବଢି ଚାଲିଛି ଦାମ୍‌। ଜୁନ୍‌ ୫ ଅର୍ଥାତ୍‌ ଗୁରୁବାର ସୁନା ଦର ବୃଦ୍ଧି ପାଇଛି ।

୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୯,୬୦୦ ଟଙ୍କା ରହିଛି । ଗତକାଲି ଏହା ୯୯,୧୭୦ ଟଙ୍କା ଥିଲା । ଏଥିରେ ୪୩୦ ଟଙ୍କା ବୃଦ୍ଧି ପାଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୧,୩୦୦ ଟଙ୍କା ରହିଛି । ଗତକାଲି ଏହା ୯୦,୯୦୦ ଥିଲା । ଏଥିରେ ୪୦୦ ଟଙ୍କା ବୃଦ୍ଧି ହୋଇଛି।

୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୪,୭୦୦ ଟଙ୍କା ରହିଛି। ଗତକାଲି ଏହା ୭୪,୩୮୦ ଟଙ୍କା ଥିଲା । ଏଥିରେ ୩୨୦ ଟଙ୍କା ବୃଦ୍ଧି ହୋଇଛି।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୪୦୦ ଟଙ୍କା ରହିଛି । ଗତକାଲି ୧୧,୩୦୦ ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି।

ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା: ଅଦ୍ଭୁତ ତ୍ରିଗ୍ରହୀ ଯୋଗ, ଏହି ରାଶି ହଠାତ୍‌ ହେବେ ମାଲାମାଲ୍‌, ମିଳିବ ବଡ ସଫଳତା, କିଣିବେ ଘର, ଗାଡି..

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories