ବୁଲା କୁକୁରଙ୍କୁ ଟୀକା, ଓଡିଶା ହେବ ଜଳାନ୍ତକ ମୁକ୍ତ

ଡେସ୍କ: ରାଜ୍ୟରେ ଦିନକୁ ଦିନ ବୁଲା କୁକୁରଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦୁର୍ଘଟଣା ସଂଖ୍ୟା ବୃଦ୍ଧି ପାଉଛି। ଏହାଛଡା ଗତ କିଛି ବର୍ଷ ମଧ୍ୟରେ ବୁଲା କୁକୁରଙ୍କ ଆକ୍ରମଣରେ ଛୋଟ ପିଲାଙ୍କ ଜୀବନ ମଧ୍ୟ ଯାଇଛି। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଖୁବ ଶୀଘ୍ର ‘ବୁଲା କୁକୁର ବନ୍ଧ୍ୟାକରଣ’ ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୩୦ ସୁଦ୍ଧା ଓଡିଶାକୁ ଜଳାନ୍ତକ … Continue reading ବୁଲା କୁକୁରଙ୍କୁ ଟୀକା, ଓଡିଶା ହେବ ଜଳାନ୍ତକ ମୁକ୍ତ