www.samajalive.in
Friday, December 5, 2025
20.1 C
Bhubaneswar

ପାଲଲହଡ଼ାରେ ୧୨ ଘଣ୍ଟିଆ ବନ୍ଦ ପାଳନ

ଅନୁଗୁଳ : ଅନୁଗୁଳ ଜିଲା ପାଲଲହଡ଼ାରେ ଗୁରୁବାର ୧୨ ଘଣ୍ଟିଆ ବନ୍ଦ ଡ଼ାକରା ପାଳନ କରାଯାଉଛି। ପାଲଲହଡ଼ା ବ୍ଲକର ବିଭିନ୍ନ ସମସ୍ୟା ଦାବିରେ ଏହି ବନ୍ଦ ଡ଼ାକରା ଦିଆଯାଇଛି। ରେଙ୍ଗାଲୀ ନଦୀବନ୍ଦ କ୍ଷତିଗ୍ରସ୍ତ ପ୍ରଜାସଂଘ ଓ ପାଲଲହଡ଼ା ନାଗରିକ ମଞ୍ଚ ପକ୍ଷରୁ ଏହି ବନ୍ଦ ଡ଼ାକରା ଦିଆଯାଇଛି। ରେଙ୍ଗାଲୀ ନଦୀବନ୍ଦ ପାଇଁ ବିସ୍ଥାପିତ ହୋଇଥିବା ପରିବାରକୁ କ୍ଷତିପୂରଣ ପ୍ରଦାନ, ପାଲଲହଡ଼ା ଓ ଖମାର ଡ଼ାକ୍ତରଖାନାରେ ଡ଼ାକ୍ତର ପଦବୀ ପୂରଣ ଦାବିରେ ଏହି ବନ୍ଦ ପାଳନ କରାଯାଉଛି। ବନ୍ଦ ପାଳନ ଫଳରେ ପାଲଲହଡ଼ାରୁ ବିଭିନ୍ନ ରାସ୍ତାକୁ ବସ ଚଳାଚଳ ବନ୍ଦ ରହିବା ସହ ଜୀବନଯାତ୍ରା ଏକ ପ୍ରକାର ବନ୍ଦ ହୋଇଛି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories