www.samajalive.in
Sunday, December 14, 2025
26.1 C
Bhubaneswar

କୋକସରା ବ୍ଲକକୁ ମରୁଡ଼ି ଘୋଷଣା ଦାବିରେ ରାସ୍ତାରେ ବସିଲେ ଚାଷୀ

ଧର୍ମଗଡ଼ : ଧର୍ମଗଡ଼ର ୨୬ ନମ୍ବର ଜାତୀୟ ରାଜପଥକୁ ଶତାଧିକ ଚାଷୀ ଅବରୋଧ କରିଛନ୍ତି। ଆମ୍‌ପାଣି ଠାରେ ଭବାନୀପାଟଣା – ଜୟପୁର ରାସ୍ତାକୁ ଚାଷୀ ରୋକିଛନ୍ତି। ସୂଚନା ଅନୁଯାୟୀ, କୋକସରା ବ୍ଲକକୁ ମରୁଡ଼ି ଘୋଷଣା ଦାବିରେ ରାସ୍ତା ଅବରୋଧ କରିଛନ୍ତି। କୋକସରା କୃଷକ ସଚେତନ ମଞ୍ଚ ପକ୍ଷରୁ ଅର୍ଥନୈତିକ ଚକାଜାମ ପାଳନ କରୁଛନ୍ତି। ରାସ୍ତାରୋକ ଫଳରେ ଉଭୟ ପାର୍ଶ୍ବରେ ଶହ ଶହ ଗାଡ଼ି ଅଟକି ରହିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories