www.samajalive.in
Monday, December 15, 2025
14.1 C
Bhubaneswar

ଲମତାପୁଟରେ ୧୨ ଘଣ୍ଟିଆ ବନ୍ଦ ଡାକରା

କୋରାପୁଟ: କୋରାପୁଟ ଜିଲା ଲମତାପୁଟ ମାଛକୁଣ୍ଡରେ ମଙ୍ଗଳବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ମାଛକୁଣ୍ଡ ପ୍ରକଳ୍ପରେ ସ୍ଥାୟୀ ନିଯୁକ୍ତି ସହ ୭ ଦଫା ଦାବି ନେଇ ମାଛକୁଣ୍ଡ ଯୁବକ ସଂଘ ଆନ୍ଦୋଳନକୁ ଓହ୍ଲାଇଛି । ଏହାର ପ୍ରଭାବରେ ସ୍ଥାନୀୟ ଅଞ୍ଚଳର ଦୋକାନବଜାର ବନ୍ଦ ରହିବା ସହ ଯାନବାହାନ ବାଧାପ୍ରାପ୍ତ ହୋଇଛି । ଆନ୍ଦୋଳନକାରୀମାନେ ବିଦ୍ୟୁତ ପ୍ରକଳ୍ପ କର୍ମଚାରୀଙ୍କୁ କାର୍ଯ୍ୟାଳୟ ମଧ୍ୟକୁ ପ୍ରବେଶ କରିବାକୁ ଦେଉନଥିବା ଜଣାପଡିଛି । ସୂଚନାଯୋଗ୍ୟ, ମାଛକୁଣ୍ଡ ଯୁବକ ସଂଘ ପକ୍ଷରୁ ସାତଦିନ ଧରି ଆନ୍ଦୋଳନରେ ବସିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିଲା। ଫଳରେ ଆଜି ଯୁବକ ସଂଘ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories