www.samajalive.in
Saturday, December 6, 2025
26.1 C
Bhubaneswar

ଲେହ-ଲଦାଖରେ ଭୂମିକମ୍ପ

ଲେହ: ଲେହ-ଲଦାଖରେ ମଙ୍ଗଳବାର ସକାଳେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର(ଏନସିଏସ) ଅନୁସାରେ, ଲଦାଖ ଅଞ୍ଚଳରେ ସକାଳ ୫ଟା ୩୯ରେ ଭୂମିକମ୍ପ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୪ ରେକର୍ଡ଼ କରାଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି ନେଇ କୌଣସି ଖବର ନାହିଁ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories