www.samajalive.in
Saturday, December 6, 2025
14.1 C
Bhubaneswar

ଭୂକମ୍ପରେ ଥରିଲା ତାଇୱାନ୍: ରିକ୍ଟର ସ୍କେଲରେ ତୀବ୍ରତା ୭.୪ ରେକର୍ଡ

ନୂଆଦିଲ୍ଲୀ: ତାଇୱାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ହୁଆଲିଏନ୍ ସହର ଭୂକମ୍ପରେ ଥରି ଉଠିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତ ନେଇ କୌଣସି ଖବର ମିଳିନି । ହେଲେ ଏକାଧିକ କୋଠା ଭୁଶୁଡି ପଡିଥିବା ସୂଚନା ମିଳିଛି। ଭୂକମ୍ପକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ସେପଟେ ପଡୋଶୀ ଜାପାନ ସୁନାମୀ ଆଲର୍ଟ ଜାରି କରିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories