www.samajalive.in
Saturday, December 6, 2025
16.1 C
Bhubaneswar

ଛାତ୍ରଙ୍କୁ ମାଓବାଦୀଙ୍କ ଅପହରଣ

ମାଲକାନଗିରି: ଯୁକ୍ତ ଦୁଇ ଛାତ୍ରଙ୍କୁ ମାଓବାଦୀମାନେ ଅପହରଣ କରିଥିବା ଅଭିଯୋଗ ହୋଇଛି। ଅପହରଣ ହୋଇଥିବା ଛାତ୍ର ହେଉଛନ୍ତି ମୁରଲିଗୁଡା ନିବାସୀ ପେଡିୟମ ମୁକେଶ। ସେ ଯୁକ୍ତ ଦୁଇର ଛାତ୍ର ଅଟନ୍ତି। ସେ କୋଣ୍ଟା ଆଶ୍ରମରେ ରହି ପାଠ ପଢୁଥିଲେ। ସୁକମା ଜିଲା ଭେଜି ଅଞ୍ଚଳକୁ ନିଜ ସମ୍ପର୍କୀୟଙ୍କ ଘରକୁ ଯାଇଥିବା ବେଳେ ମୁକେଶଙ୍କୁ ମାଓବାଦୀମାନେ ଅପହରଣ କରିଛନ୍ତି। ଏନେଇ ସୁକମା‌ ଏସପି ଅଭିଷେକ ମୀନା ସୂଚନା ଦେଇଛନ୍ତି। ଛାତ୍ରଙ୍କୁ ମୁକ୍ତ କରିବା ପାଇଁ ପରିବାର ଲୋକେ ଅନୁରୋଧ କରିଛନ୍ତି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories