www.samajalive.in
Friday, December 5, 2025
26.1 C
Bhubaneswar

ବାଣୀବିହାର ଛକରେ କିଟ୍‌‌ ବିଶ୍ୱବିଦ୍ୟାଳୟ ତାତି, ଅଚ୍ୟୁତ ସାମନ୍ତଙ୍କୁ ଗିରଫ ଦାବି

ଭୁବନେଶ୍ୱର: ଆଜି ବାଣୀବିହାର ଛକରେ କିଟ୍‌‌ ବିଶ୍ୱବିଦ୍ୟାଳୟର ତାତି ଦେଖିବାକୁ ମିଳିଛି। କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଛାତ୍ର କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରିଛି। ଛାତ୍ର କଂଗ୍ରେସ ପକ୍ଷରୁ କିଟ୍‌‌ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଗିରଫ ଦାବିରେ ବାଣୀବିହାର ଛକରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ କିଟ୍‌‌ ବିଶ୍ୱବିଦ୍ୟାଳୟକୁ ମିଳିଥିବା ଡିମ୍‌‌ଡ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରତ୍ୟାହାର ପାଇଁ ଛାତ୍ର କଂଗ୍ରେସ ପକ୍ଷରୁ ଦାବି କରାଯାଇଛି।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories