www.samajalive.in
Monday, December 8, 2025
24.1 C
Bhubaneswar

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟର ମଧୂସୁଦନ ଛାତ୍ରାବାସରେ ଜଣେ ଛାତ୍ର ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ଅନୁସାରେ, ମୃତକ ଜଣକ ପବ୍ଲିକ ଆଡମିଷ୍ଟ୍ରେସନ ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର। ଛାତ୍ରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଛାତ୍ରାବାସରୁ ଉଦ୍ଧାର କରାଯାଇଛି। ମୃତ୍ୟୁର କାରଣ ଜଣାପଡିନାହିଁ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories