www.samajalive.in
Monday, December 15, 2025
14.1 C
Bhubaneswar

ସ୍କୁଲ ସିଡିରୁ ପଡି ସପ୍ତମ ଶ୍ରେଣୀ ଛାତ୍ର ମୃତ

ସୁନ୍ଦରଗଡ : କିଞ୍ଜିରିକେଲା ଥାନା ଅନ୍ତର୍ଗତ ବିରକାଲ ଡ଼ିହି ଆଶ୍ରମ ସ୍କୁଲରେ ଦ୍ୱିତୀୟ ମହଲା ସିଡ଼ିରୁ ଖସି ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି । ଆଜି ସକାଳେ ସ୍କୁଲ ଟିଫିନ୍ ଛୁଟି ବେଳେ ସାଙ୍ଗ ସାଥୀଙ୍କ ଠେଲାପେଲାରେ ଉପର ମହଲାରୁ ତଳ ମହଲାକୁ ଆସୁଥିବା ବେଳେ ହଠାତ୍ ଗୋଡ଼ ଖସି ଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଶବ ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories