www.samajalive.in
Sunday, December 7, 2025
26.1 C
Bhubaneswar

ପାଠ କହି ନ ପାରିବାରୁ ଶିକ୍ଷକଙ୍କ ମାଡ଼ ; ୧୦ ଆହତ, ୪ ଗୁରୁତର

ବାସୁଦେବପୁର ବ୍ଲକ ସୋନାମୁଇଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଘଟଣ । ଜ୍ୟାମିତି ପାଠ ନକହିପାରିବାରୁ ଶିକ୍ଷକଙ୍କ ମାଡ଼ରେ ୪ ଜଣ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଆଉ ୧୦ଜଣ ଛାତ୍ରଛାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ୪ ଗୁରୁତର ଛାତ୍ରୀଙ୍କୁ ବାସୁଦେବପୁର ଡାକ୍ତରଖାନାରେ ପରିବାର ପକ୍ଷରୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ମାଡ଼ ମାରିଥିବା ଶିକ୍ଷକ କଳ୍ପତରୁ ମଳିକକୁ ଅବିଭାବକ ଅଟକ ରଖିଥିବା ବେଳେ ପୁଲିସ ପହଞ୍ଚି ଶିକ୍ଷକଙ୍କୁ ନିଜ ହେପାଜତକୁ ନେଇ ତଦନ୍ତ କରୁଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories