www.samajalive.in
Saturday, December 6, 2025
19.1 C
Bhubaneswar

ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲା ସୋନପୁର ବେଳାଭୂମି ସମୁଦ୍ରରେ ଭାସିଯାଇ ଜଣେ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମୁଦ୍ରରେ ଉକ୍ତ ଛାତ୍ରଙ୍କୁ ଖୋଜାଖୋଜି ଜାରି ରଖିଛି।

ସୂଚନା ଅନୁସାରେ, ଚିକିଟି ବ୍ଲକ ଲିଆଖାଇର ୪ ଜଣ ଛାତ୍ର ସୋନପୁର ବେଳାଭୂମିକୁ ବୁଲିବାକୁ ଆସିଥିଲେ। ଦୁଇ ଜଣ ଛାତ୍ର ବାହାରେ ବୁଲାବୁଲି କରୁଥିବା ବେଳେ ଅନ୍ୟ ୨ ଜଣ ସମୁଦ୍ରରେ ଗାଧୋଉଥିଲେ। କିଛି ସମୟରେ ଉଭୟ ଛାତ୍ର ଜୁଆରରେ ଭାସିଯାଇଥିଲେ। ଉଦ୍ଧାରକାରୀମାନେ ଜଣେ ଛାତ୍ରଙ୍କୁ ଉଦ୍ଧାର କରିଛନ୍ତି। ଅନ୍ୟ ଜଣଙ୍କ ପତ୍ତା ମିଳିନାହିଁ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories