www.samajalive.in
Tuesday, December 9, 2025
16.1 C
Bhubaneswar

ବ୍ରାହ୍ମଣୀ ନଦୀରେ ଭାସିଗଲେ ଛାତ୍ର

ଯାଜପୁର : ବ୍ରାହ୍ମଣୀ ନଦୀରେ ଗାଧୋଇବାବେଳେ ଭାସିଯାଇ ଜଣେ ଛାତ୍ର ନିଖୋଜ ହୋଇଯାଇଛନ୍ତି । ନିଖୋଜ ଛାତ୍ର ଜଣକ ବ୍ରହ୍ମବରଦା ଥାନା ଚାନ୍ଦପୁର ଗାଁର ଜଣେ ଯୁକ୍ତ ୨ ଛାତ୍ର । ସେ ଗାଁ ପାଖରେ ବ୍ରାହ୍ମଣୀରେ ଗାଧୋଇବାବେଳେ ଭାସିଯାଇ ନିଖୋଜ ହୋଇଯାଇଛନ୍ତି । ଗାଁ ଲୋକେ ଖୋଜାଖୋଜି କରିବା ପରେ ଅଗ୍ନିଶମବାହିନୀକୁ ଖବର ଦେଇଥିଲେ । ତେବେ ଅନେକ ଖୋଜାଖୋଜି ପରେ ମଧ୍ୟ ତାଙ୍କ ସନ୍ଧାନ ମିଳିନି ।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories