www.samajalive.in
Monday, December 15, 2025
27.1 C
Bhubaneswar

ହଷ୍ଟେଲରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କଟକ: ସ୍କୁଲ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କଟକର ପ୍ରତିଷ୍ଠିତ ସରକାରୀ ବାଳିକା ବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଦଶମ ଶ୍ରେଣୀ ପଢୁଥିବାବେଳେ ତାଙ୍କ ଘର ଢେଙ୍କାନାଳ ବୋଲି ଜଣାପଡ଼ିଛି। ଛାତ୍ରୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଥିବାରୁ ଝିଅକୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏ ନେଇ କଟକ ଲାଲବାଗ ଥାନାରେ ପରିବାର ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଛି।

Hot this week

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

Related Articles

Popular Categories