www.samajalive.in
Monday, December 15, 2025
24.1 C
Bhubaneswar

ପ୍ରବଳ ଖରା, ପରୀକ୍ଷା ଘୁଞ୍ଚାଅ….

ଭୁବନେଶ୍ଵର: ଅସହ୍ୟ ଖରାରେ ସିଝୁଛି ସାରା ଓଡିଶା। ରାଜ୍ୟର ଅଧିକାଂଶ ସ୍ଥାନରେ ୪୦ ଡିଗ୍ରୀ ଉପରେ ରହିଛି ପାରଦ। ପ୍ରବଳ ଖରା ପାଇଁ ଯୁକ୍ତ ତିନି ଦ୍ଵିତୀୟ ବର୍ଷ ପରୀକ୍ଷା ଘୁଞ୍ଚାଇବାକୁ ଦାବି ହୋଇଛି। ଆଜି ରମାଦେବୀ ବିଶ୍ଵ ବିଦ୍ୟାଳୟ ବାହାରେ ଶହ ଶହ ଛାତ୍ରୀ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ପ୍ରବଳ ଗ୍ରୀଷ୍ଣ ପ୍ରବାହ ଯୋଗୁଁ କଲେଜ ଆସି ପରୀକ୍ଷା ଦେବା ଅସମ୍ଭବ । ତେଣୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପରୀକ୍ଷା ତାରିଖ ଘୁଞ୍ଚାଇଦିଅନ୍ତୁ ବୋଲି ଛାତ୍ରୀମାନେ ଦାବି କରିଛନ୍ତି। ଗୁରୁବାର ସମାନ ଦାବି ନେଇ କୂଳପତିଙ୍କ କାର୍ଯ୍ୟାଳୟ ବାହାରେ ଧାରଣା ଦେଇଥିଲେ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories