www.samajalive.in
Monday, December 15, 2025
26.1 C
Bhubaneswar

ତାତିଲେ ପରୀକ୍ଷାର୍ଥୀ, କଟକରେ ହେଲା ଅଦିନିଆ ଡଙ୍ଗା ଭସା

ସମାଜ ଡିଜିଟାଲ ଡେସ୍କ: ଆରଆଇ, ଅମିନ ପରୀକ୍ଷାରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ଅଭିଯୋଗ କରି ଷ୍ଟୁଡେଣ୍ଟ୍ ଏଗେନ୍‌ଷ୍ଟ କରପ୍ସନ ସଂଗଠନ ପକ୍ଷରୁ କଟକରେ ଗୁରୁବାର ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି। ପରୀକ୍ଷା ବାତିଲ ଦାବି କରି ସଂଗଠନର ସଦସ୍ୟମାନେ କଟକ ନେତାଜୀ ବସ୍ ଟର୍ମିନାଲ ସମ୍ମୁଖରେ ଥିବା କାଠଯୋଡ଼ି ନଦୀରେ ଆଡମିଟ୍ କାର୍ଡକୁ ଡଙ୍ଗା କରି ନଦୀରେ ଭସାଇ ବିରୋଧ ପ୍ରଦର୍ଶନ କରିଛନ୍ତି। ଦୁଇ ଦିନ ତଳେ କଟକ ଜିଲାର ଛାତ୍ରଛାତ୍ରୀମାନେ ଜିଲାପାଳଙ୍କ ଅଫିସ୍ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତେବେ ପରୀକ୍ଷାର୍ଥୀ କହିଛନ୍ତି, ତୁରନ୍ତ ସରକାର ଏହି ପରୀକ୍ଷାକୁ ସମ୍ପୂର୍ଣ୍ଣ ବାତିଲ କରନ୍ତୁ। ଏହାବ୍ୟତୀତ ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା ପୂର୍ବରୁ କଳା ତାଲିକାଭୁକ୍ତ ଥିବାବେଳେ କିପରି ସେ ସଂସ୍ଥା ପରୀକ୍ଷା କରୁଛି ବୋଲି ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories