www.samajalive.in
Monday, December 15, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ ; ଯୁବକଙ୍କୁ ମହଙ୍ଗା ପଡିଲା ଷ୍ଟଣ୍ଟ କରିବା

ନୂଆଦିଲ୍ଲୀ : ବାଇକ୍‌ ଷ୍ଟଣ୍ଟର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇଥାଏ। ଏଭଳି ଅନେକ ଭିଡିଓ ସାମ୍ନାକୁ ଆସିଥାଏ, ଯାହା ଆଶ୍ଚର୍ଯ୍ୟ ଚକିତ କରିବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିଥାଏ। ଅଧିକାଂଶ ସମୟରେ ଷ୍ଟଣ୍ଟ କରିବା ସମୟରେ ଜୀବନ ବିପଦରେ ପଡିବା ସହ ଜୀବନ ମଧ୍ୟ ଚାଲିଯାଏ।


ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଥିବା ଭିଡିଓରେ ଦେଖିପାରିବେ, ଜଣେ ଯୁବକ ଏକ ସ୍ପୋଟ୍ସ ବାଇକ୍‌ରେ ଷ୍ଟଣ୍ଟ କରୁଛନ୍ତି । ସେହି ସମୟରେ ଅନିୟନ୍ତ୍ରିତ ହୋଇ ବାଇକ୍‌ରୁ ଖସି ପଡି ଗୁରୁତର ଆହତ ହୋଇଛନ୍ତି । ବାଇକ୍‌ଟି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଏହାପରେ ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଭିଡିଓକୁ ଲକ୍ଷ ଲକ୍ଷ ଲୋକେ ଦେଖିବା ସହ ଭିନ୍ନ ଭିନ୍ନ ମତ ଦେଇଛନ୍ତି।

୧୦୦ ବର୍ଷ ପରେ ହିନ୍ଦୁ ନବବର୍ଷରେ ଦୁର୍ଲ୍ଲଭ ଯୋଗ : ଏହି ରାଶିଙ୍କ ହଠାତ୍‌ ଚମକିବ ଭାଗ୍ୟ, ମିଳିବ ଧନ, ବଢିବ ଦରମା..

- Advertisement -

ସ୍ୱାମୀକୁ ହତ୍ୟା ପରେ ୧୫ ଖଣ୍ଡ କଲା ସ୍ତ୍ରୀ, ସିମେଣ୍ଟରେ କଲା ସିଲ୍‌, ଆଶ୍ଚର୍ଯ୍ୟ କରିବ କାରଣ

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories