www.samajalive.in
Sunday, December 7, 2025
13.1 C
Bhubaneswar

ରେଳରେ କଟି ଯୁବକଙ୍କ ମୃତ୍ୟୁ

ସୁଆଣ୍ଡୋ: ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଗୋପାଳପୁର ପାଟଣା ଗ୍ରାମର ଜଣେ ଯୁବକଙ୍କ ରେଳରେ କଟି ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ସୁରେନ୍ଦ୍ର ସାହୁଙ୍କ ପୁଅ ତୋଫାନ କୁମାର ସାହୁ(୩୫) ବୋଲି ଜଣାପଡ଼ିଛି। ସାକ୍ଷୀଗୋପାଳ ରେଳଷ୍ଟେସନ ନିକଟ ୪୮୨ /୩୦ କି.ମି. ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ସାକ୍ଷୀଗୋପାଳ ଜିଆରପି ଫାଣ୍ଡି ଅଧିକାରୀ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ପୁରୀ ଜିଆରପି ଥାନାରେ କେସ ନଂ ୧୧ / ୨୦୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories