www.samajalive.in
Friday, December 12, 2025
16.1 C
Bhubaneswar

ଆସନ୍ତାକାଲି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବ

ସୁଆଣ୍ଡୋ: ଆସନ୍ତାକାଲି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବ । ଜନ୍ମମାଟି ସୁଆଣ୍ଡୋରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବ ପାଳନ କରାଯିବ  । ଏହି ପରିପ୍ରେକ୍ଷୀରେ ଗୋପବନ୍ଧୁ ସ୍ମୃତି ପରିଷଦ ପକ୍ଷରୁ ପୁଣ୍ୟତୋୟା ଭାର୍ଗବୀ ଘାଟରେ ସାମୁହିକ ତିଳ ତର୍ପଣ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି । ଏଥିରେ ସମାଜର ସବୁ ବର୍ଗର ଲୋକ ତଥା ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି । ପୁଣ୍ୟଶ୍ଲୋକ ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସରେ ବହୁସଂଖ୍ୟାରେ ଯୋଗଦାନ କରିବାକୁ ସ୍ମୁତି ପରିଷଦ ସଭାପତି ଧୀରେନ୍ଦ୍ର ନାଥ ଦାସ ଜଣାଇଛନ୍ତି  ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories