www.samajalive.in
Sunday, December 14, 2025
26.1 C
Bhubaneswar

ସୁବର୍ଣ୍ଣରେଖାରେ ଜଳସ୍ତର ବଢୁଛି

ଭୁବନେଶ୍ବର: ବନ୍ୟାସ୍ଥିତି ନେଇ ଏସଆରସି ପ୍ରଦୀପ ଜେନାଙ୍କ ସୂଚନା-ବୈତରଣୀ, ବୁଢ଼ାବଳଙ୍ଗ ଏବଂ ଜଳକା ନଦୀରେ ଜଳସ୍ତର କମୁଛି। ତେବେ ସୁବର୍ଣ୍ଣରେଖାରେ ଜଳସ୍ତର ବଢୁଛି। ଆଜି ରାତିରେ ପିକ୍‌ ଛୁଇଁବ। ଆଜି ରାତିରେ ରାଜଘାଟଠାରେ ଜଳସ୍ତର ୧୧.୫ ମିଟର ପହଞ୍ଚିପାରେ। ତେବେ ଏଥିଯୋଗୁ ବିଶେଷ କିଛି ଅସୁବିଧା ହେବ ନାହିଁ ବୋଲି ଆଶା କରାଯାଉଛି। ଭୋଗରାଇ ଓ ବାଲିଆପାଳର କିଛି ତଳି ଅଞ୍ଚଳରେ ପାଣି ପଶିପାରେ। ଏଥିପାଇଁ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛି ବୋଲି ଏସଆରସି ପ୍ରକାଶ କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories