www.samajalive.in
Tuesday, December 9, 2025
15.1 C
Bhubaneswar

ଫାଇଲେରିଆ ଔଷଧ ଖାଇ ଯୁବକଙ୍କ ମୃତ୍ୟୁ ଅଭିଯୋଗ

ସୁବର୍ଣ୍ଣପୁର : ଫାଇଲେରିଆ ଔଷଧ ଖାଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ନେଇ ଗୁରୁବାର ଅଭିଯୋଗ ହୋଇଛି । ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକ ହେଲେ ବୀରମହାରାଜପୁର ବିକଲପାଲି ଗାଁର ବୋଲି ଜଣାପଡିଛି । ଅଙ୍ଗନବାଡି ଓ ଆଶା ଦିଦି ବାଣ୍ଟିଥିବା ଔଷଧ ଖାଇ ଅସୁସ୍ଥ ହୋଇପଡିଲେ। ମେଡିସିନି ନଖାଇଲେ ଆଧାର, ସୁଭଦ୍ରା, ରାସନକାର୍ଡ କଟିବା ଧମକ ଦେଇଥିବା ନେଇ ମୃତକଙ୍କ ଭାଇ ଏହି ଅଭିଯୋଗ ଆଣିଛନ୍ତି । ପ୍ରଥମେ ସୁବର୍ଣ୍ଣପୁର ଓ ପରେ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। କ୍ଷତିପୂରଣ ଦାବି କରି ପରିବାର ଲୋକେ ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତି।

ରାସନ ଚାଉଳ ପାଇଁ ଶ୍ୱଶୁର ଘରେ ନିସ୍ତୁକ ମାଡ ଖାଇଲେ ଜ୍ୱାଇଁପୁଅ

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories