www.samajalive.in
Tuesday, December 9, 2025
15.1 C
Bhubaneswar

ଭିଜିଲାନ୍ସ ଜାଲରେ ଉପଜିଲାପାଳ, ୧୦ ସ୍ଥାନରେ ଚଢ଼ାଉ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଉପଜିଲାପାଳ। ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ହୋଇଛି ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୁତ ସମ୍ପତ୍ତି ଠଳୁ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଏହି ଚଢ଼ାଉ କରାଯାଇଛି। ଭିଜିଲାନ୍ସର ୧୦ଟି ଟିମ୍‌ ଉପଜିଲାପାଳଙ୍କ କାର୍ଯ୍ୟାଳୟ, ଘର, ସରକାରୀ ବାସଭବନ ସମେତ ପୃଥକ ପୃଥକ ୧୦ଟି ଠିକଣାରେ ସୋମବାର ଭୋରୁ ଏକକାଳୀନ ଚଢ଼ାଉ ଆରମ୍ଭ କରିଛନ୍ତି। ଏହି ଚଢ଼ାଉରେ ୧୦ ଜଣ ଡିଏସପି ଓ ଦୁଇ ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories