www.samajalive.in
Friday, December 5, 2025
20.1 C
Bhubaneswar

ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟିଲା ବସ୍: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ବସ୍ ଦୁର୍ଘଟଣା। ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ସୋନପୁର-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥ ଖମ୍ବସିରିପାଲି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟିପଡିଛି। ବସଟି ପ୍ରାୟ ୪୦ ଯାତ୍ରୀଙ୍କୁ ନେଇ ପାଟଣାଗଡ ଅଭିମୁଖେ ଯାଉଥିଲା। ଦୁର୍ଘଟଣାରେ ଦୁଇ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ଅନ୍ୟ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି। ଗୁରୁତରଙ୍କୁ ସୋନପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ସୋନପୁର ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories