www.samajalive.in
Sunday, December 7, 2025
16.1 C
Bhubaneswar

ଭିଜିଲାନ୍ସ ପଞ୍ଝାରେ ଖାଦ୍ୟ ଯୋଗାଣ ଅଧିକାରୀ: ଏକକାଳୀନ ୧୧ ଟି ସ୍ଥାନରେ ଚଢ଼ାଉ

ଭୁବନେଶ୍ଵର: ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ। ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢାଉ କରୁଛି। ସୁରେଶଙ୍କ ପୈତୃକ ଘର, ଭଡା ଘର  ଏବଂ କାର୍ଯ୍ୟାଳୟ ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ରେଡ୍ ଜାରି ରହିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଛାନଭିନ୍ କରାଯାଉଛି। ତେବେ ଗତ କିଛି ଦିନ ହେବ ଭିଜିଲାନ୍ସ ବିଭାଗ ଗୋଟିକ ପରେ ଗୋଟିଏ ସରକାରୀ ବାବୁ ଯେଉଁମାନେ ଦୁର୍ନୀତିଗ୍ରସ୍ତ ଥିଲେ, ସେମାନଙ୍କ ଘରେ ରେଡ୍ କରୁଥିବା ଦେଖିବାକୁ ମିଳିଛି। ତେବେ ଆଜି ଏହି ପରିପ୍ରେକ୍ଷୀ​‌ରେ ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ୍ ସମ୍ପତ୍ତି ସମ୍ପର୍କରେ କୌଣସି ସୂଚନା ମିଳିନି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories