www.samajalive.in
Monday, December 15, 2025
14.1 C
Bhubaneswar

ନୂଆ ସୁଭଦ୍ରାଙ୍କୁ ନୂଆବର୍ଷରେ ଡବଲ୍‌ କିସ୍ତି

ଭୁବନେଶ୍ୱର: ସରଜମିନ ତଦନ୍ତ ପରେ ସୁଭଦ୍ରାରେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ଯୋଡ଼ି ହୋଇଛନ୍ତି । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୃହରେ ତଥ୍ୟ ରଖିଛନ୍ତି । ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡ଼ି ହୋଇଛନ୍ତି । ୭ ଲକ୍ଷ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି କିସ୍ତି ପାଇଛନ୍ତି । ୧ କୋଟି ୩ ଲକ୍ଷ ୮୯ ହଜାର ୮୦୧ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି। ୧ କୋଟି ୧ ଲକ୍ଷ ୯୨ ହଜାର ୭୨୪ ଦ୍ୱିତୀୟ କିସ୍ତି ପାଇଛନ୍ତି ବୋଲି ଗୃହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ତଥ୍ୟ ରଖିଛନ୍ତି।

ସେପଟେ ନୂଆବର୍ଷରେ ଏକାଥରକେ ଦୁଇଟି କିସ୍ତି ପାଇବେ ନୂଆ ସୁଭଦ୍ରା ହିତାଧିକାରୀ। ନୂଆ ଯୋଡି ହୋଇଥିବା ହିତାଧିକାରୀଙ୍କୁ ଏକାଥରକେ ଦୁଇଟି କିସ୍ତି ମିଳିବ। ଏ ନେଇ ସୂଚନା ଦେଇଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ପୋର୍ଟାଲ ଖୋଲିଛି, ୨୧ ବର୍ଷୀୟ ହିତାଧିକାରୀ ଯୋଡି ହେଉଛନ୍ତି। ଦୁଇଟି କିସ୍ତି ଦେବାକୁ ଜାନୁଆରୀ ପ୍ରଥମ ସପ୍ତାହରୁ କାର୍ଯ୍ୟ ତ୍ଵରାନ୍ବିତ କରିବୁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories