www.samajalive.in
Tuesday, December 9, 2025
16.1 C
Bhubaneswar

ଆଜିଠୁ ସୁଭଦ୍ରା ଫର୍ମ ସଂଗ୍ରହ ଆରମ୍ଭ

ଭୁବନେଶ୍ଵର: ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ହିତାଧିକାରୀଙ୍କ ପାଇଁ ଆଜିଠୁ ଆରମ୍ଭ ହେଉଛି ସୁଭଦ୍ରା ଫର୍ମ ସଂଗ୍ରହ। ସବୁ ଯୋଗ୍ୟ ମହିଳା ଯୋଜନାରେ ସାମିଲ ହେବା ଯାଏଁ ଚାଲୁରହିବ ଚିହ୍ନଟ ପ୍ରକ୍ରିୟା। ଏଥିପାଇଁ ଗାଁ ଗାଁରେ ଫର୍ମ ବଣ୍ଟା ଚାଲିଛି। ସୁଭଦ୍ରା ଡଟ୍ ଓଡିଶା ଡଟ୍ ଜିଓଭି ଡଟ୍ ଇନ୍ ଏହି ପୋର୍ଟାଲରେ ସୂଚନା ପାଇପାରିବେ ହିତାଧିକାରୀ। ଏଥିପାଇଁ ମୋ ସେବା, ଜନସେବା କେନ୍ଦ୍ରରେ ଅନଲାଇନରେ ଆବେଦନ କରିହେବ। ସେପଟେ ଆଧାର ସଂଶୋଧନ ପାଇଁ ଡାକଘର ଏବଂ ଜନସେବା କେନ୍ଦ୍ରରେ ଆବେଦନକାରୀଙ୍କ ଭିଡ ଜମମୁଥିବା ଦେଖିବାକୁ ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories