www.samajalive.in
Saturday, December 6, 2025
26.1 C
Bhubaneswar

ନୂଆବର୍ଷରେ ୩ଥର ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ଵର : ୨୦୨୫ରେ ସୁଭଦ୍ରା ଯୋଜନାର ବର୍ଷ । ୨୦୨୫ରେ ମହିଳାଙ୍କୁ ୩ ଥର ସୁଭଦ୍ରା ଟଙ୍କା ମିଳିବ । ଚତୁର୍ଥ ପର୍ଯ୍ୟାୟ ସହ ମାର୍ଚ୍ଚ ୮ ତାରିଖ ଏବଂ ରକ୍ଷା ବନ୍ଧନରେ ସୁଭଦ୍ରା ଟଙ୍କା ମିଳିବ। ଜାନୁଆରୀ ମାସ ପ୍ରଥମ ସପ୍ତାହରେ ପୁରା ସର୍ଭେ ସରିବ। ଆଜି ଫିଲ୍ଟ ରିପୋର୍ଟ ଆସିବ । ଏବଂ ରିପୋର୍ଟ ଅନୁସାରେ ପଦକ୍ଷେପ ନିଆଯିବ। କେହି ଯେମିତି ଏଥିରୁ ବଞ୍ଚିତ ନହୁଅନ୍ତୁ , ସେଥିପ୍ରତି ଗୁରୁତ୍ଵ ଦିଆଯାଉଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories