www.samajalive.in
Saturday, December 6, 2025
16.1 C
Bhubaneswar

ବଡ ଖବର; ମିଳିନଥିଲେ ‘ସୁଭଦ୍ରା’ଟଙ୍କା, ଏମିତି କରନ୍ତୁ ଆବେଦନ, ପାଇବେ ଟଙ୍କା..

ଭୁବନେଶ୍ୱର : ‘ସୁଭଦ୍ରା’ ଟଙ୍କା ନେଇ ବୁଧବାର ହିତାଧିକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ଏଯାଏଁ ସୁଭଦ୍ରା ଟଙ୍କା ପାଇନଥିବା ମହିଳାଙ୍କୁ ମନ୍ତ୍ର ଦେଇ ପ୍ରଭାତୀ ପରିଡା କହିଛନ୍ତି, ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବଇଲ୍‌ ନମ୍ବର ଲିଙ୍କ୍‌ ପାଇଁ ପରାମର୍ଶ ଦେଇଛନ୍ତି । ପ୍ରାୟ ୫ ଲକ୍ଷ ଆବେଦନକାରୀଙ୍କର ବ୍ୟାଙ୍କ ସହ ଲିଙ୍କ୍‌ ହୋଇ ପାରିନି । ବ୍ୟାଙ୍କ୍‌ ଆକାଉଣ୍ଟ-ଆଧାର-ମୋବାଇଲ୍‌ ନମ୍ବର ମଧ୍ୟରେ ସମନ୍ୱୟ ନାହିଁ ।ଯାହାର ଦୁଇ, ତିନିଟି ଆକାଉଣ୍ଟ, ସେମାନଙ୍କର ଏଭଳି ସମସ୍ୟା ହେଉଛି । ବ୍ୟାଙ୍କ ଯାଇ ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ୍‌ ନମ୍ବର ଯୋଡନ୍ତୁ । ୨୪ ତାରିଖରେ ବାକି ଥିବା ହିତାଧିକାରୀଙ୍କୁ ଟଙ୍କା ମିଳିବ । ମାତ୍ର କେହି ବଞ୍ଚିତ ହେଲେ ୨୪ ତାରିଖ ପରେ ଗାଁ ଗାଁକୁ ଟିମ୍‌ ଯିବ । ଅଙ୍ଗନବାଡି କର୍ମୀ ବ୍ୟକ୍ତିଗତ ଭାବେ ଯାଇ ଭେରିଫିକେସନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories