www.samajalive.in
Monday, December 8, 2025
27.1 C
Bhubaneswar

‘ସୁଭଦ୍ରା’କୁ ନେଇ ବଡ ଘୋଷଣା, ଏମାନଙ୍କୁ ବି ମିିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ‘ସୁଭଦ୍ରା’କୁ ନେଇ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଶା ବାହାରେ ଥିବା ମହିଳାଙ୍କୁ ମଧ୍ୟ ମିଳିବ ସୁଭଦ୍ରା ଟଙ୍କା। ରାଜ୍ୟ ବାହାରେ ଯେଉଁ ମହିଳା ରହୁଛନ୍ତି, ସେମାନେ ଆବେଦନ କଲେ ସେମାନଙ୍କୁ ମଧ୍ୟ ଟଙ୍କା ମିଳିବ। ଜିଲାଭିତ୍ତିକ ସମୀକ୍ଷାକୁ ନେଇ ଏହି ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ବାହାରେ ଅନେକ ମହିଳା ରହିଛନ୍ତି। ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାଁନ୍ତି। ସେମାନଙ୍କୁ ଅନୁରୋଧ କରିଛନ୍ତି, ଟଙ୍କା ପାଇବା ପାଇଁ ଶୀଘ୍ର ଆବେଦନ କରନ୍ତୁ। ୪ର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ଟଙ୍କା ମିଳିବ।
ଉପମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ରାଜ୍ୟର ସମସ୍ତ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ବାଦ୍‌ ପଡିଥିବା ହିତାଧିକାରୀଙ୍କ ପାଇଁ ଜିଲାୱାରୀ ରିଭ୍ୟୁ ହୋଇଥିଲା । ଯେଉଁମାନେ ଆବେଦନ କରି ନାହାଁନ୍ତି, ସେମାନେ ଆବେଦନ କଲେ ଟଙ୍କା ପାଇବେ।

ଜାନୁଆରୀ ୨୮ରେ ଶୁକ୍ର ଚଳନ ପାଇଁ ଶକ୍ତିଶାଳୀ ରାଜଯୋଗ; ଏହି ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ, କିଣିବେ ଗାଡି, ହେବ ବିବାହ..

ଦେଖନ୍ତୁ ଭିଡିଓ; ହୀରାରେ ତିଆରି ହୋଇଥିବା ଟ୍ରମ୍ପଙ୍କ ମୁହଁ ଆକୃତିର କଳାକୃତି

- Advertisement -

ପରସ୍ପରକୁ ଆଲିଙ୍ଗନ କରି କାନ୍ଦିଲେ, ତା’ପରେ ଜୀବନ ହାରିଲେ ଦମ୍ପତି

ଦେଖନ୍ତୁ ଭିଡିଓ ; ଅଧାରୁ ଖରାପ ହେଲା ଦୋଳି, ୩୦ ମିନିଟ୍‌ ଯାଏଁ ଓଲଟା ଲଟକି ରହିଲେ ଲୋକେ, ତା’ପରେ..

 

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories