www.samajalive.in
Wednesday, December 10, 2025
26.1 C
Bhubaneswar

ଆସନ୍ତାକାଲି ଆସିବ ସୁଭଦ୍ରା ଟଙ୍କା; ୧୮ ଲକ୍ଷ ମହିଳା ପାଇବେ

ଭୁବନେଶ୍ୱର : ଶନିବାର ଅର୍ଥାତ୍‌ ଫେବୃଆରୀ ୮ ତାରିଖରେ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଶୁକ୍ରବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶନିବାର ଯାଜପୁରରେ ସ୍ୱତନ୍ତ୍ର ଉତ୍ସବରେ ଟଙ୍କା ପ୍ରଦାନ କରାଯିବ । ୧୮ ଲକ୍ଷରୁ ଅଧିକ ଯୋଗ୍ୟ ମହିଳାଙ୍କୁ କାଲି ସୁଭଦ୍ରା ଟଙ୍କା ମିଳିବ । ୩.୩୮ ଲକ୍ଷ ହିତାଧିକାରୀଙ୍କ ଏନପିସିଆଇ କ୍ଲିୟରାନ୍ସ ସମସ୍ୟା ଥିଲା, ସେମାନଙ୍କ ମଧ୍ୟରୁ ୬୮ ହଜାର ମହିଳାଙ୍କର ସମସ୍ୟା ସମାଧାନ ହୋଇଛି । ବାକି ଯେଉଁମାନଙ୍କର ସମସ୍ୟା ରହିଛି, ସେମାନଙ୍କୁ ବ୍ୟାଙ୍କ ଯିବାକୁ ପଡିବ । ଚତୁର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ ପରେ ହିତାଧିକାରୀଙ୍କ ସଂଖ୍ୟା ୯୮ ଲକ୍ଷ ଟପିବ। ଏହାସହ ବାକି ଥିବା ହିତାଧିକାରୀ ଏନପିସିଆଇରେ ସମସ୍ୟା ପାଇଁ ବଞ୍ଚିତ ହେଲେ ପୁଣି ମାର୍ଚ୍ଚ ୮ରେ ଟଙ୍କା ପ୍ରଦାନ କରାଯିବ।

ଏଥର ମହାଶିବରାତ୍ରୀରେ ମହାସଂଯୋଗ: ଏହି ରାଶିଙ୍କୁ ମାଲାମାଲ୍‌ କରିବେ ପ୍ରଭୁ ଶିବଶଙ୍କର, ହେବେ ଭାଗ୍ୟଶାଳୀ

- Advertisement -

 

 

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories