ଆସନ୍ତାକାଲି ଆସିବ ସୁଭଦ୍ରା ଟଙ୍କା; ୧୮ ଲକ୍ଷ ମହିଳା ପାଇବେ
ଭୁବନେଶ୍ୱର : ଶନିବାର ଅର୍ଥାତ୍ ଫେବୃଆରୀ ୮ ତାରିଖରେ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଶୁକ୍ରବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶନିବାର ଯାଜପୁରରେ ସ୍ୱତନ୍ତ୍ର ଉତ୍ସବରେ ଟଙ୍କା ପ୍ରଦାନ କରାଯିବ । ୧୮ ଲକ୍ଷରୁ ଅଧିକ ଯୋଗ୍ୟ ମହିଳାଙ୍କୁ କାଲି ସୁଭଦ୍ରା ଟଙ୍କା ମିଳିବ । ୩.୩୮ ଲକ୍ଷ ହିତାଧିକାରୀଙ୍କ ଏନପିସିଆଇ କ୍ଲିୟରାନ୍ସ ସମସ୍ୟା ଥିଲା, ସେମାନଙ୍କ ମଧ୍ୟରୁ ୬୮ ହଜାର ମହିଳାଙ୍କର ସମସ୍ୟା … Continue reading ଆସନ୍ତାକାଲି ଆସିବ ସୁଭଦ୍ରା ଟଙ୍କା; ୧୮ ଲକ୍ଷ ମହିଳା ପାଇବେ
Copy and paste this URL into your WordPress site to embed
Copy and paste this code into your site to embed