www.samajalive.in
Sunday, December 7, 2025
26.1 C
Bhubaneswar

ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ୨ୟ କିସ୍ତି ଟଙ୍କା

ଭୁବନେଶ୍ୱର : ମାର୍ଚ୍ଚ ୮ରେ ମିଳିବ ‘ସୁଭଦ୍ରା’ ଯୋଜନାରେ ୨ୟ କିସ୍ତି ଟଙ୍କା। ବ୍ରହ୍ମପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ କରାଯିବ । ଟଙ୍କା ବଣ୍ଟନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୁକ୍ରବାର ସୂଚନା ଦେଇଛନ୍ତି।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରାର ୨ୟ କିସ୍ତି ଟଙ୍କା ବ୍ରହ୍ମପୁରରୁ ଏଥର ଦିଆଯିବ। ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ । ମାର୍ଚ୍ଚ ୮ରେ ଥରକେ କୋଟିଏ ମହିଳାଙ୍କୁ ଆର୍ଥିକ ସ୍ୱାବଲମ୍ବି କରାଯିବ।

ମାର୍ଚ୍ଚରେ ଶୁକ୍ର ହେବେ ଅସ୍ତ ; ଏହି ୩ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, ବଢିବ ଦରମା..

ଦେଖନ୍ତୁ ଭିଡିଓ ; କାର୍‌ ବାହାରେ ଠିଆ ହୋଇଥିଲା ସିଂହ, ଡୋର୍‌ ଖୋଲି ଦେଲେ ଯୁବକ, ଆଉ ତା’ରେ..

- Advertisement -

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories