www.samajalive.in
Tuesday, December 9, 2025
16.1 C
Bhubaneswar

୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଆସିଲା ‘ସୁଭଦ୍ରା’ର ୨ୟ କିସ୍ତି ଟଙ୍କା

ସମାଜ ଡିଜିଟାଲ ଡେସ୍କ: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟ ସରକାର ସୁଭଦ୍ରା ଯୋଜନାର ହିତାଧିକାରୀ ମହିଳାମାନଙ୍କ ଆକାଉଣ୍ଟକୁ ୨ୟ କିସ୍ତି ଅର୍ଥ ଛାଡ଼ିଛନ୍ତି। ଗଞ୍ଜାମ ଜିଲାରେ ଶନିବାର ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଇଚ ଟିପି ଏକକାଳୀନ ଟଙ୍କା ପଠାଇଛନ୍ତି। ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଲେଖାଏ ୫ ହଜାର କୋଟି ଟଙ୍କା ପ୍ରେରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ମନ୍ତ୍ରୀ ପରିଷଦର ସଦସ୍ୟ, ସାଂସଦ ଓ ବିଧାୟକ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories