www.samajalive.in
Saturday, December 6, 2025
26.1 C
Bhubaneswar

ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଲା ୧ଟଙ୍କା

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କାଏ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଆଜି ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ୧ ଟଙ୍କା ଲେଖାଏଁ ଆସିଥିବା ବେଳେ ଆସନ୍ତା ୯ତାରିଖରେ ଦିଆଯିବ ସୁଭଦ୍ରା ଟଙ୍କା। ଆଜି ୧ଟଙ୍କା ଲେଖାଏଁ ଆସିବ ବୋଲି ଗଣମାଧ୍ୟମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories