www.samajalive.in
Tuesday, December 9, 2025
16.1 C
Bhubaneswar

ହିତାଧିକାରୀଙ୍କ ଖାତାକୁ ଆସିଲା ସୁଭଦ୍ରା ଟଙ୍କା

ସମାଜ ଡିଜିଟାଲ ଡେସ୍କ: ଦୁର୍ଗାପୂଜା ଅବସରରେ ମହିଳାଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ବାରିପଦାରେ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଥମ କିସ୍ତି ଟଙ୍କା ବଣ୍ଟନ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମହିଳା ଆକାଉଣ୍ଟକୁ ୫ହଜାର ଟଙ୍କା ଲେଖାଏଁ ଆସିଥିବା ମେସେଜ ଆସିବା ପରେ ଖୁସର ଲହରି ଖେଳିଯାଇଛି। ୩୫ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଥିବା ବେଳେ ଆଜି ସନ୍ଧ୍ୟା ସୁଦ୍ଧା ୬୦ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଟଙ୍କା ଆସିଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories