୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ- ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ। ଏନେଇ ଗୁରୁବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଅଧିକ ରିଜେକ୍ସନ ସ୍ଥାନକୁ ଗୁରୁତ୍ୱ ଦିଆଯାଉଛି। ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ ହୋଇଛି । ଶୁକ୍ରବାର ଠାରୁ ମାଲକାନଗିରିରେ ଯାଞ୍ଚ ଆରମ୍ଭ ହେବ। ସୂଚନାନୁଯାୟୀ, ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ ବୋଲି ନଭେମ୍ବର ୨୬ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇ କହିଛନ୍ତି। … Continue reading ୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ- ଉପମୁଖ୍ୟମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed