ପାଇନଥିଲେ ‘ସୁଭଦ୍ରା’ ଟଙ୍କା, କେମିତି ପାଇବେ, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ..
ଭୁବନେଶ୍ୱର : ‘ସୁଭଦ୍ରା’ର ୪ର୍ଥ ପର୍ଯ୍ୟାୟ କିସ୍ତି ଟଙ୍କା ନେଇ ସୋମବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି,ବର୍ତ୍ତମାନ ପାଇଁ ୪ର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି । ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ୪ର୍ଥ ପର୍ଯ୍ୟାୟ ସ୍ଥଗିତ ରଖାଯାଇଛି । ସବୁ ପ୍ରକାର ଯାଞ୍ଚ ସରିଲେ, ୪ର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ । ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ନେଇ ଆଶା କରାଯାଉଛି । ‘ସୁଭଦ୍ରା’ … Continue reading ପାଇନଥିଲେ ‘ସୁଭଦ୍ରା’ ଟଙ୍କା, କେମିତି ପାଇବେ, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ..
Copy and paste this URL into your WordPress site to embed
Copy and paste this code into your site to embed