www.samajalive.in
Sunday, December 7, 2025
18.1 C
Bhubaneswar

ସୁଭଦ୍ରା ହିତାଧିକାରୀ ପାଇବେ ପେନ୍‌ସନ୍‌

ଭୁବନେଶ୍ୱର : ସୁଭଦ୍ରା ହିତାଧିକାରୀଙ୍କ ପାଇଁ ପୁଣି ବଡ ଘୋଷଣା । ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀ ପାଇବେ ପେନ୍‌ସନ୍‌ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମଜିକ ସହାୟତା କାର୍ଯ୍ୟକ୍ରମ (ଏନଏସଏପି)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସାମାଜିକ ସୁରକ୍ଷା ବିଭାଗ ଚିଠି ଲେଖିଛି ।
ହିତାଧିକାରୀ ୬୦ ବର୍ଷ ବୟସ ପରେ ଏମବିପିୱାଇ/ଏନଏସଏପି ଅଧୀନରେ ସାମାଜିକ ସୁରକ୍ଷା ପେନସନ ପାଇଁ ଯୋଗ୍ୟ ହୋଇପାରିବେ । ମାତ୍ର ହିତାଧିକାରୀ ଏଥିରେ ସିଧାସଳଖ ଯୋଡି ହୋଇପାରିବେ ନାହିଁ, ଏଥିପାଇଁ ତାଙ୍କୁ ଆବେଦନ କରିବାକୁ ପଡିବ । ୬୦ ବର୍ଷ ବୟସ ହେବା ପରେ ତାଙ୍କୁ ଆବେଦନ କରିବାକୁ ପଡିବ । ପ୍ରଥମେ ଅଧିକ ବୟସ୍କ, ଦୁର୍ବଳ ଓ ଅପେକ୍ଷା ତାଲିକାରେ ଥିବା ଲୋକଙ୍କୁ ପ୍ରାଥମିକତା ମିଳିବ । ୬୦ ବର୍ଷ ବୟସ ପାଇଁ ସୁଭଦ୍ରାରୁ ପ୍ରାୟ ୯୩ ହଜାର ହିତାଧିକାରୀ ବାଦ୍‌ ପଡିଛନ୍ତି।

ସେପ୍ଟେମ୍ବର ୨୧ରେ ସୂର୍ଯ୍ୟପରାଗ.. ଜାଣନ୍ତୁ ଭାରତରେ ଦୃଶ୍ୟମାନ କି ନୁହେଁ: କେଉଁ ରାଶି ପାଇଁ ଅତ୍ୟନ୍ତ ଶୁଭଙ୍କର, ଚାକିରି ଠାରୁ ଆରମ୍ଭ କରି ଜୀବନରେ ମିଳିବ ଅନେକ ଖୁସି..

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories