www.samajalive.in
Saturday, December 6, 2025
26.1 C
Bhubaneswar

‘ସୁଭଦ୍ରା’ ଯୋଜନା ପାଇଁ ବଡ ଖବର; ଆଜି ଆସିବ ୧ଟଙ୍କା, ଏମାନଙ୍କୁ ୯ ତାରିଖରେ ମିଳିବ ‘ସୁଭଦ୍ରା’ ଟଙ୍କା..

ଭୁବନେଶ୍ୱର : ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ ଖବର । ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ର ସୋମବାର ଅକ୍ଟୋବର ୭ରେ ଆସିବ ୧ ଟଙ୍କା । ଆଜି ୧ ଟଙ୍କା ଆସିବାର ଅଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ ‘ସୁଭଦ୍ରା’ ଟଙ୍କା । ଆଜି ସୁଦ୍ଧା ପ୍ରାୟ ୧ କୋଟି ମହିଳାଙ୍କ ଆବେଦନ ପୂରଣ ହେବ । ଏହାସହ ୩୨ ଲକ୍ଷ ଏମ୍‌ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି । ଅକ୍ଟୋବର ୭ ସୁଦ୍ଧା ଯାହା କ୍ଲିୟରାନ୍ସ ଆସିବ ୯ରେ ଟଙ୍କା ଦିଆଯିବ ବୋଲି ସୂଚନା ମିଳିଛି ।

ହ୍ୱାଟ୍ସଆପ୍‌ ଆଣିଛି ୨ଟି ଜବରଦସ୍ତ ନୂଆ ଫିଚର୍‌; ଏଣିକି ଭିଡିଓ କଲିଙ୍ଗ୍‌ର ମଜା ଦ୍ୱିଗୁଣିତ ସହ ମିଳିବ ଏସବୁ ସୁବିଧା..

ଏଥର ମହାଅଷ୍ଟମୀରେ ଦୁର୍ଲ୍ଲଭ ସଂଯୋଗ;  ମା’ଦୁର୍ଗାଙ୍କ କୃପାରୁ ଏହି ରାଶି ହେବେ ଭାଗ୍ୟଶାଳୀ..

- Advertisement -

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories