ଡିସେମ୍ବରରେ ମିଳିବ ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା- ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ନଭେମ୍ବର ଶେଷ ସପ୍ତାହରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବାକୁ ଥିବା ବେଳେ ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ଡିସେମ୍ବର ଶେଷ ସୁଦ୍ଧା ୧ କୋଟିରୁ ଅଧିକ ମହିଳାଙ୍କୁ ଟଙ୍କା ମିଳିବ । ଖାରଜ ଆବେଦନର ରିଚେକ୍ ପାଇଁ ବିଡିଓଙ୍କୁ ନୋଡାଲ ଏଜେନ୍ସି ଭାବରେ ଦାୟିତ୍ୱ ଦିଆଯାଇଛି । ଜିଲାସ୍ତରରେ ଜିଲା ମଙ୍ଗଳ ଅଧିକାରୀଙ୍କୁ ନେଇ ୩ ଜଣିଆ କମିଟି ହୋଇଛି … Continue reading ଡିସେମ୍ବରରେ ମିଳିବ ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା- ଉପମୁଖ୍ୟମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed