ବଡ ଖବର; ୨୪ ତାରିଖରେ ୨୦ ଲକ୍ଷ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା, ଜାନୁଆରୀ, ଫେବୃଆରୀ ମିଳିବ ୨ୟ କିସ୍ତି..
ଭୁବନେଶ୍ୱର : ‘ସୁଭଦ୍ରା’ ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ତୃତୀୟ ପର୍ଯ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ। ୨୪ ତାରିଖରେ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୨୪ ତାରିଖ ସୁଦ୍ଧା ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା ୮୦ ଲକ୍ଷ ଟପିବ। ବାଦ ପଡିଥିବା ୨ ଲକ୍ଷ ୬୭ ହଜାର ଆବେଦନର ଆଜି ସମୀକ୍ଷା ହେବ। … Continue reading ବଡ ଖବର; ୨୪ ତାରିଖରେ ୨୦ ଲକ୍ଷ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା, ଜାନୁଆରୀ, ଫେବୃଆରୀ ମିଳିବ ୨ୟ କିସ୍ତି..
Copy and paste this URL into your WordPress site to embed
Copy and paste this code into your site to embed