୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ

ଭୁବନେଶ୍ୱର : ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏନେଇ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । କେହି ଆବେଦନ ପାଇଁ ଭିଡ ଜମାଇବା ଦରକାର ନାହିଁ । ଏଯାଏଁ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ … Continue reading ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ