www.samajalive.in
Saturday, December 6, 2025
23.1 C
Bhubaneswar

‘ସୁଭଦ୍ରା’ ଯୋଜନା ; ହିତାଧିକାରୀଙ୍କ ଠାରୁ ଟଙ୍କା ମାଗିବା ଅଭିଯୋଗରେ ଜନସେବାକେନ୍ଦ୍ର ସିଲ୍‌

ଭୁବନେଶ୍ୱର : ଖୋର୍ଦ୍ଧା ପୌରାଞ୍ଚଳ ମୁକୁନ୍ଦପ୍ରସାଦ ଠାରେ ଏକ ଜନସେବା କେନ୍ଦ୍ରକୁ ଜିଲା ପ୍ରଶାସନ ସିଲ୍‌ କରିଥିବା ଗୁରୁବାର ଖବର ମିଳିଛି। ସୁଭଦ୍ରା ଯୋଜନାର ଡିଜିଟାଇଜେସନ ପାଇଁ ହିତାଧିକାରୀଙ୍କ ଠାରୁ ଟଙ୍କା ମାଗୁଥିବା ଅଭିଯୋଗରେ ଜନସେବା କେନ୍ଦ୍ରକୁ ସିଲ୍‌ କରାଯାଇଛି। ମୁକୁନ୍ଦପ୍ରସାଦ ଠାରେ ଥିବା ଏକ ଜନସେବା କେନ୍ଦ୍ରରେ ହିତାଧିକାରୀଙ୍କୁ ଟଙ୍କା ମାଗୁଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ଆଧାରରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପୌରପରିଷଦର ନିର୍ବାହି ଅଧିକାରୀ ଏବଂ ଟାଉନ ଥାନା ପୁଲିସ ପହଞ୍ଚି ଜନସେବା କେନ୍ଦ୍ରକୁ ସିଲ୍ କରିଥିବା ଅତିରିକ୍ତ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ବୁଧ-ଶୁକ୍ର ଏକାଠି ପରେ ଅକ୍ଟୋବରରେ ଲକ୍ଷ୍ମୀ-ନାରାୟଣ ଯୋଗ ; ଏହି ରାଶିଙ୍କ ଚମକିବ ଭାଗ୍ୟ, ଧନ ଲାଭର ଯୋଗ..

ପୁଣି ମହଙ୍ଗା ହେବ ଏୟାରଟେଲ୍‌, ଜିଓ, ଭୋଡା ଫୋନ୍‌, ବିଏସଏନଏଲ ରିଚାର୍ଜ! ସରକାରଙ୍କ ଏହି ପଦକ୍ଷେପ ପରେ..

- Advertisement -

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories