www.samajalive.in
Saturday, December 6, 2025
26.1 C
Bhubaneswar

ପୋର୍ଟାଲରେ ମିଳିବ ‘ସୁଭଦ୍ରା’ ସୂଚନା

ଭୁବନେଶ୍ବର : ‘ସୁଭଦ୍ରା’ ସମ୍ପର୍କିତ ସମସ୍ତ ସୂଚନା ପୋର୍ଟାଲରେ ଉପଲବ୍ଧ ହେବ । ଏଥିପାଇଁ ‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚନ ହୋଇଯାଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି । ଏଥିରେ ସମସ୍ତ ସୂଚନା ରହିବ ଏବଂ ସାଧାରଣ ନାଗରିକ ଏଥିରୁ ସଠିକ୍ ତଥ୍ୟ ପାଇପାରିବେ। ମହିଳାମାନେ କୌଣସି ବି ତଥ୍ୟ ଜାଣିବାକୁ ଚାହିଁଲେ ପୋର୍ଟାଲରୁ ଜାଣିପାରିବେ । ସେଥିପାଇଁ ପୋର୍ଟାଲରେ ସଠିକ୍ ଏବଂ ସରଳ ଭାବେ ସୂଚନା ଉପଲବ୍ଧ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସୁଭଦ୍ରା ପୋର୍ଟାଲକୁ ଯିବା ପାଇଁ ଏଠାରେ କ୍ଲିକ୍ କରନ୍ତୁ ।

୧୭ରେ ଆସିବେ ପ୍ରଧାନମନ୍ତ୍ରୀ; ଜନତା ମଇଦାନରେ ବାଣ୍ଟିବେ ସୁଭଦ୍ରା ଟଙ୍କା..

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories