www.samajalive.in
Monday, December 8, 2025
27.1 C
Bhubaneswar

ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ପୁରୁଷ

ଭୁବନେଶ୍ଵର : ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ପୁରୁଷ। ରାଜ୍ୟର ୧୫୭ ପୁରୁଷ ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଆବେଦନ କରିଥିବା ୧୫୭ ଜଣ ପୁରୁଷଙ୍କୁ ବାଦ୍ ଦିଆଯାଇଛି। ଆଧାର କାର୍ଡର ବ୍ୟାଙ୍କ ଲିଙ୍କ୍ ଡାଟା ଆସିବା ପରେ ଜଣାପଡିଲା। ଭୁଲବଶତଃ ଆବେଦନ କରିଥିବେ , ସେମାନଙ୍କୁ ବାଦ୍ ଦିଆଯାଇଛି। ରାଜ୍ୟ ବାହାରେ ଥିଲେ ବି ସୁଭଦ୍ରା ପାଇପାରିବେ, ଆବେଦନ କରନ୍ତୁ। ଗଞ୍ଜାମ , ଦେବଗଡ ଏବଂ ପଶ୍ଚିମ ଓଡିଶାର ବହୁ ମହିଳା ରାଜ୍ୟ ବାହାରେ ଅଛନ୍ତି।  ପ୍ରବାସୀ ମହିଳା ମାନେ କିପରି ସୁଭଦ୍ରା ଟଙ୍କା ପାଇବେ , ସେ ନେଇ ସରକାର ଚେଷ୍ଟା କରୁଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories