www.samajalive.in
Monday, December 15, 2025
26.1 C
Bhubaneswar

ମାର୍ଚ୍ଚ ୩୧ ପରେ ସୁଭଦ୍ରା ସର୍ଭେ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପୁଣି ସୁଭଦ୍ରାକୁ ନେଇ ବଡ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ରାସନ କାର୍ଡ ଏବଂ ଆୟରେ ତାଳମେଳ ଅଭାବରୁ ୧ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି। ପ୍ରଥମ କିସ୍ତି ପାଇଛନ୍ତି ମାତ୍ର ଆୟ ବୃଦ୍ଧି ଦର୍ଶାଇ ରାସନ କାର୍ଡ ଫେରାଇଛନ୍ତି। କିଏ ଗାଡି କିଣିଛନ୍ତି ଏବଂ କିଏ ୫ ଏକର ଜମି ନ ଥାଇ ଅଧିକ ଧାମ ମଣ୍ଡିରେ ଦେଇଛନ୍ତି। ଏ ନେଇ  ମାର୍ଚ୍ଚ ୩୧  ପରେ ଓ୍ବାନ୍ ଟୁ ଓ୍ବାନ୍ ସର୍ଭେ କରାଯିବ। ରାକ୍ଷୀ ପୂର୍ଣ୍ଣିମାରେ ବଞ୍ଚିତ ଥିବା ଯୋଗ୍ୟ ହିତାଧିକାରୀ ମାନେ ଦ୍ଵିତୀୟ କିସ୍ତି ସୁଭଦ୍ରା ଟଙ୍କା ପାଇବେ । ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଯେଉଁମାନଙ୍କୁ ୨୧ ହେଉଥିବ, ସେମାନେ ଆବେଦନ କରିପାରିବେ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories