www.samajalive.in
Monday, December 15, 2025
27.1 C
Bhubaneswar

ଭୁବନେଶ୍ଵରରେ ଶୁଭାଂଶୁ ଶୁକ୍ଳା

ଭୁବନେଶ୍ଵର : ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା। ଏକ ଘରୋଇ ସ୍କୁଲର କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଓଡିଶା ଆସି ଶୁଭାଂଶୁ କହିଛନ୍ତି ମୁଁ ଓଡିଶା ଗସ୍ତରେ ଆସି ବହୁତ୍ ଖୁସି। ପୂର୍ବରୁ ମଧ୍ୟ ମୁଁ ଓଡିଶା ଆସିଥିଲି। ଓଡିଶାର ପିଲାମାନେ ପାଠ ପଢି ମହାକାଶ ବିଜ୍ଞାନରେ ଆଗକୁ ଯାଆନ୍ତୁ। ମହାକାଶର ଅନୁଭୂତି ଅତ୍ୟନ୍ତ ନିଆରା ଥିଲା। ମୁଁ ଆପଣ ମାନଙ୍କୁ ସେୟାର କରିବି। ମହାକାଶର ଅନୁଭୂତି ବାଣ୍ଟିବାକୁ ମୁଁ ଓଡିଶା ଆସୁଛି। ଏରୋସ୍ପେଶ୍ ପାଇଁ ଯେଉଁମାନେ ଆଗ୍ରହୀ ଅଛନ୍ତି , ମୁଁ ସେମାନଙ୍କୁ ଉତ୍ସାହିତ କରିବି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories