www.samajalive.in
Monday, December 15, 2025
26.1 C
Bhubaneswar

୨ୟ ଟି-୨୦: ଟସ ଜିତି ଭାରତର ବୋଲିଂ ନିଷ୍ପତ୍ତି, ଗିଲ୍‌ଙ୍କ ସ୍ଥାନରେ ସଞ୍ଜୁ ସାମିଲ

ନୂଆଦିଲ୍ଲୀ: ଭାରତ-ଶ୍ରୀଲଙ୍କା ୨ୟ ଟି-୨୦ ମ୍ୟାଚ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ କରାଯାଇଛି। ଓପନର ବ୍ୟାଟ୍ସମ୍ୟାନ ଶୁଭମନ ଗିଲଙ୍କୁ ୨ୟ ମ୍ୟାଚରୁ ବାଦ୍‌ ଦିଆଯାଇଛି। ପିଠିରେ ଆଘାତ ଯୋଗୁ ତାଙ୍କୁ ଏହି ମ୍ୟାଚରୁ ବାହାର କରାଯାଇଛି। ଗିଲ୍‌ଙ୍କ ସ୍ଥାନରେ ସଞ୍ଜୁ ସାମସନ୍‌ଙ୍କୁ ସୁଯୋଗ ଦିଆଯାଇଛି। ରବିବାର ୨ୟ ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳର ପ୍ରଥମ ମ୍ୟାଚରେ ଭାରତ ଶ୍ରୀଲଙ୍କାଙ୍କୁ ତା’ର ଘରୋଇ ମାଟିରେ ପରାଜିତ କରି ୨-୧ରେ ଆଗୁଆ ରହିଛି। ୨ୟ ମ୍ୟାଚ ଜିତି ଭାରତ ସିରିଜ କବଜା କରିବାକୁ ଲକ୍ଷ୍ୟ ରଖିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories